ଦଳର ସାଂଗଠନିକ ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପ୍ରଥମ ଥର ରାଜ୍ୟ କାର୍ଯ୍ୟାଳୟ ଗସ୍ତ କରିଛନ୍ତି ମୋହନ ମାଝୀ । ଦଳର ସାଂଗଠନିକ ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ମାନେ ମଧ୍ୟ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ଅଛନ୍ତି ।

nis-ad
Leave A Reply

Your email address will not be published.