ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ

ଭୁବନେଶ୍ବର: ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ପଦାଧିକାରୀ ବୈଠକ ଚାଲିଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ପ୍ରଭାରୀ  ବିଜୟ ସିଂ ତୋମର ଓ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ବିଭିନ୍ନ ପଦାଧିକାରୀ ଉପସ୍ଥିତ ଅଛନ୍ତି। ଦଳର ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ଏଥିରେ ଆଲୋଚନା ହେଉଛି।

nis-ad
Leave A Reply

Your email address will not be published.