ହର ଘର୍ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ହର ଘର୍ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ । ଲୋକସେବା ଭବନରେ ଦସ୍ତଖତ କରି ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଯୋଡି ହେବାକୁ ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ ।  ସମସ୍ତେ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରି ସେଲଫି ଉଠାଇ ସୋସିଆଲ ମିଡ଼ିଆରେ ଅପଲୋଡ୍ କରିବାକୁ କହିଛନ୍ତି । harghartiranga.com ରେ ଅପଲୋଡ କରିବାକୁ କହିଛନ୍ତି । ସ୍ବାଧୀନତା ଦିବସ ପାଳନ ଅବସରରେ ହର୍ ଘର୍ ତିରଙ୍ଗା ଅଭିଯାନରେ ସାମିଲ୍ ହେବ ।

nis-ad
Leave A Reply

Your email address will not be published.