ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କ୍ୟାପଟେନ୍ ଓ ବାନ୍ଧବୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କ୍ୟାପଟେନ୍ ଓ ବାନ୍ଧବୀ। ଭରତପୁର ଥାନାରେ ଦୁର୍ବ୍ୟବହାର ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି କ୍ୟାପଟେନ୍ , ତାଙ୍କ ବାନ୍ଧବୀ ଓ ବାନ୍ଧବୀଙ୍କ ବାପା । ଲୋକସେବା ଭବନରେ ଭେଟି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଆଲୋଚନା ସକାରାତ୍ମକ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ସବୁ ସମସ୍ୟାର ସମାଧାନ ନିମନ୍ତେ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ପୀଡ଼ିତାଙ୍କ ବାପା। ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ପ୍ରତିନିଧି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ସାକ୍ଷାତ ସମୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବି ଉପସ୍ଥିତ ଥିଲେ।

nis-ad
Leave A Reply

Your email address will not be published.