ଖୁବଶୀଘ୍ର ନିଯୁକ୍ତ ହେବେ ବୋର୍ଡ ଓ ନିଗମ ଅଧ୍ୟକ୍ଷ

ଭୁବନେଶ୍ବର: ଖୁବଶୀଘ୍ର ନିଯୁକ୍ତ ହେବେ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ । ବରିଷ୍ଠ ତଥା ଅବସରପ୍ରାପ୍ତ ଅଧିକାରୀଙ୍କୁ ଏଥିରେ ସାମିଲ କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।

ସାମଲ କହିଛନ୍ତି, ସଦସ୍ୟତା ଅଭିଯାନ ପରେ ଯୋଗ୍ୟ ଅଭିଜ୍ଞ ଲୋକଙ୍କୁ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ  ଭାବେ ଦାୟିତ୍ବ ମିଳିବ । ଦଳୀୟ ଓ ମନ୍ତ୍ରୀ ସ୍ତରରେ ଏନେଇ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ । ତେବେ ଟେକ୍ନିକାଲ, ବୈଜ୍ଞାନିକ, ଏକ୍ସ-ସର୍ଭିସମ୍ୟାନଙ୍କୁ ଏଥିରେ ସାମିଲ୍ କରିବାକୁ ଯୋଜନା କରାଯାଉଥିବା କଥା କହିଛନ୍ତି ସାମଲ ।

nis-ad
Leave A Reply

Your email address will not be published.