ଭରତପୁର ଥାନା ନିର୍ଯାତନା ମାମଲା, ୪ ପୋଲିସ କର୍ମଚାରୀଙ୍କ ଆଗୁଆ ଜାମିନ ଆବେଦନ

ଭୁବନେଶ୍ୱର : ଭରତପୁର ଥାନା ନିର୍ଯାତନା ମାମଲା । ଥାନାର ୪ ପୋଲିସ କର୍ମଚାରୀଙ୍କ ଆଗୁଆ ଜାମିନ ଆବେଦନ । ହାଇକୋର୍ଟଙ୍କ ଅବକାଶକାଳୀନ କୋର୍ଟରେ ମାମଲାର ଶୁଣାଣି । ଘଟଣା ସମ୍ପର୍କରେ ତଥ୍ୟ ଓ ରେକର୍ଡ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ । ହାଇକୋର୍ଟଙ୍କ ନିୟମିତ କାର୍ଯ୍ୟ ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ । ପୋଲିସ କର୍ମଚାରୀଙ୍କ ପକ୍ଷରୁ ମାମଲା ପରିଚାଳନା କରୁଛନ୍ତି ଆଇନଜୀବୀ ମାନସ ଚାନ୍ଦ ।

nis-ad
Leave A Reply

Your email address will not be published.