ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଏଫଆଇଆର ଦେଲା ରାଜ୍ୟ ଛାତ୍ର କଂଗ୍ରେସ

ଭୁବନେଶ୍ୱର : ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ କ୍ୟାପିଟାଲ ଥାନାରେ ଏଫଆଇଆର ଦେଲା ରାଜ୍ୟ ଛାତ୍ର କଂଗ୍ରେସ ।  ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ନିଜ ଫେସବୁକ ପୋଷ୍ଟରେ ଲେଖିଥିଲେ ଳରେନ୍ସ ବିଷ୍ଣୋଇ ବାବା ସିଦ୍ଧିକିଙ୍କୁ ମର୍ଡର କଲା ପରେ ଏବେ ଓଏସି ଓ ରାହୁଲ ଗାନ୍ଧୀଙ୍କ ପାଳି  । ଏ ନେଇ ବୁଦ୍ଧାଦିତ୍ୟ ଲରେନ୍ସ ବିଷ୍ଣୋଇଙ୍କୁ ଅପିଲ କରିଛନ୍ତି ।  ଏହି ପୋଷ୍ଟକୁ ନେଇ ସୋସିଆଲ ମିଡ଼ିଆରେ ମଧ୍ୟ ଚର୍ଚ୍ଚା ହୋଇଥିଲା । ଏବେ ଓଡ଼ିଶା ଛାତ୍ର କଂଗ୍ରେସ ଥାନାରେ ଅଭିଯୋଗ କରିବା ସହିତ ତୁରନ୍ତ ବୁଦ୍ଧାଦିତ୍ୟ ମହାନ୍ତିଙ୍କୁ ଗିରଫ ଦାବି କରିଛନ୍ତି ।

nis-ad
Leave A Reply

Your email address will not be published.