ରାଜ୍ୟ ବିଜେପି ସାଂଗଠନିକ ନିର୍ବାଚନ ପାଇଁ ୪ ନେତାଙ୍କୁ ଗୁରୁ ଦାୟିତ୍ବ

ଭୁବନେଶ୍ଵର: ରାଜ୍ୟ ବିଜେପି ସାଂଗଠନିକ ନିର୍ବାଚନ ପାଇଁ ୪ ନେତାଙ୍କୁ ଦାୟିତ୍ବ। ନିର୍ବାଚନ ଅଧିକାରୀ ଭାବେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ନିଯୁକ୍ତ କରାଯାଇଥିବାବେଳେ ସହ ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦିଆଯାଇଛି ଦାୟିତ୍ବ।

ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଥିବା ବେଳେ ସାଂସଦ ସୁକାନ୍ତ ପାଣିଗ୍ରାହୀ, ସୁକେଶି ଓରାମ ଓ ଯତୀନ ମହାନ୍ତିଙ୍କୁ ସହ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ବ ଦିଆଯାଇଛି । ଚଳିତ ମାସରେ ବିଜେପି ସଦସ୍ୟତା ଅଭିଯାନ ସରିବା ପରେ ହେବ ସାଂଗଠନିକ ନିର୍ବାଚନ । ବୁଥ୍, ଜିଲ୍ଲା, ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ସଭାପତି ନବ ନିର୍ବାଚିତ ହେବେ ।

nis-ad
Leave A Reply

Your email address will not be published.