ଗୋପ ବ୍ଲକ ଡିହସାହିରେ ଅଘଟଣ: ବଜ୍ରପାତରେ ୨ ମୃତ

ଗୋପ: ସାରା ରାଜ୍ୟକୁ ଘଡ଼ିଛି ବାତ୍ୟା ଭୟ। ଏହାରି ଭିତରେ ଗୋପ ବ୍ଲକ ଡ଼ିହସାହି ଗାଁରେ ଘଟିଛି ବଡ ଅଘଟଣ। ବଜ୍ରପାତରେ ଯାଇଛି ଦୁଇ ମହିଳାଙ୍କ ଜୀବନ। ଗୋପ ବ୍ଲକ ଏରବଙ୍ଗ ପଞ୍ଚାୟତ ଅନ୍ତର୍ଗତ ଡିହସାହି ଗାଁରେ ବଜ୍ରପାତ ନେଇଛି ୨ ଜୀବନ । ମୃତକ ୨ ମହିଳାଙ୍କ ନାମ  ରୀନା ଭୋଇ(୪୫) ଓ ସରସ୍ବତୀ ସ୍ବାଇଁ (୧୮)।   ମୃତ୍ୟୁ କାରଣରୁ ଅଞ୍ଚଳରେ ଦୁଃଖଦ ପରିସ୍ଥିତି ସୃଷ୍ଟି ହୋଇଛି।

nis-ad
Leave A Reply

Your email address will not be published.