ବାତିଲ ହେଲା ୧୭୮ ଟ୍ରେନ୍‌: ଦେଖନ୍ତୁ କେଉଁ ଦିନ ବାତିଲ ହେଲା କେଉଁ ଟ୍ରେନ୍‌

ନୂଆଦିଲ୍ଲୀ : ବାତ୍ୟା ‘ଦାନା’ ପାଇଁ ବାତିଲ୍‌ ହେଲା ଟ୍ରେନ୍‌। ମୋଟ ୧୭୮ଟି ଟ୍ରେନ ବାତିଲ ହୋଇଛି। ୨୩, ୨୪ ଓ ୨୫ ତାରିଖ ମଧ୍ୟରେ ମୋଟ ୧୭୮ ଟ୍ରେନ୍‌ ବାତିଲ କରାଯାଇଛି। ସେଥିରେ ଅପ୍‌ ଟ୍ରେନ୍‌ ୮୫ ଥିବା ବେଳେ ଡାଉନ୍‌ ଟ୍ରେନ୍‌ ୯୩ଟି ରହିଛି। ରେଳ ବିଭାଗ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି।
୨୩ ତାରିଖରେ ବାତିଲ ହୋଇଥିବା ଟ୍ରେନ୍‌ ଭିତରେ ରହିଛି କାମାକ୍ଷା-ବାଙ୍ଗାଲୁରୁ, ନୂଆଦିଲ୍ଲୀ-ଭୁବନେଶ୍ୱର, ଋଷିକେଷ-ପୁରୀ, ନୂଆଦିଲ୍ଲୀ-ପୁରୀ, କୋଲକାତା-ପୁରୀ, ସିକନ୍ଦରାବାଦ-ଭୁବନେଶ୍ୱର, ଚେନ୍ନାଇ ସେଣ୍ଟ୍ରେଲ-ହାୱାଡ଼ା, ପଣ୍ଡିଚେରୀ-ଭୁବନେଶ୍ୱର, ଏସ୍‌ବିସି-ଭୁବନେଶ୍ୱର, CSURATM-BHUBANESWAR, ଗାନ୍ଧିଧାମ-ପୁରୀ, ସୁରତ-ବ୍ରହ୍ମପୁର ପ୍ରମୁଖ।
ସେହିପରି ୨୪ ତାରିଖରେ ସାଲିମାର-ପୁରୀ, ହାୱଡ଼ା-ଭୁବନେଶ୍ୱର, ହାୱଡ଼ା-ପୁରୀ, ପାଟନା-ପୁରୀ, ସାଲିମାର-ପୁରୀ, ଭଞ୍ଜପୁର-ପୁରୀ, ହାୱଡ଼ା-ପୁରୀ, ଆନନ୍ଦବିହାର-ପୁରୀ, ହାୱଡା-ଭଦ୍ରକ, ବାଲେଶ୍ୱର-ଭଦ୍ରକ, ଖଡ଼କପୁର-ଭଦ୍ରକ, ଭଦ୍ରକ-କଟକ, ଭଦ୍ରକ-କଟକ, ଖଡଗପୁର-ଯାଜପୁର କେନ୍ଦୁଝର ରୋଡ୍‌, ସମ୍ୱଲପୁର-ପୁରୀ, ରାଉରକେଲା-ଭୁବନେଶ୍ୱର, ରାଉରକେଲା-ପୁରୀ, ରାଉରକେଲା-ପୁରୀ(ଭିବି), ସମ୍ୱଲପୁର-ସାଲିମାର, ହଟିଆ-ପୁରୀ, ରାଉରକେଲା-ଗୁଣପୁର, ଏଲ୍‌ଟିଟି-ପୁରୀ, ଦୀଘା-ପୁରୀ, ବଡବିଲ୍‌-ପୁରୀ, ଟାଟା ନଗର-ବ୍ରହ୍ମପୁର, କେନ୍ଦୁଝର ଗଡ଼-ପୁରୀ, ପାରାଦୀପ-ପୁରୀ, କଟକ-ପଲାସା, କଟକ-ପୁରୀ, କଟକ-ଗୁଣପୁର, କଟକ-ପାରାଦୀପ, କଟକ- ପରାଦୀପ, ଭୁବନେଶ୍ୱର- ଦଶପଲ୍ଲା, ବ୍ରହ୍ମପୁର-ସୁରତ, ଗୁଣପୁର-ବିଶାଖାପାଟଣା, ପଲାସା- ବିଶାଖାପାଟଣା, ଭୁବନେଶ୍ୱର-ଜୁନାଗଡ଼ ରୋଡ୍‌, ଭୁବନେଶ୍ୱର- ଜଗଦଲପୁର, ପୁରୀ-ଗୁଣପୁର, ରାଉରକେଲା-ପୁରୀ, ବ୍ରହ୍ମପୁର-ଭୁବନେଶ୍ୱର, ବିଶାଖାପାଟଣା-ଭୁବନେଶ୍ୱର(ଭିବି), ବିଶାଖାପାଟଣା-ଦୀଘା, ଗୁଣପୁର-ରାଉରକେଲା, ବିଶାଖାପାଟଣା-ଭୁବନେଶ୍ୱର, ବିଶାଖାପାଟଣା-ବ୍ରହ୍ମପୁର, ଜୁନାଗଡ଼ ରୋଡ୍‌- ଭୁବନେଶ୍ୱର, ପଲାସା-କଟକ, ଜଗଦଲପୁର-ଭୁବନେଶ୍ୱର, ପଲାସା-କଟକ, ପଲାସା-ଭୁବନେଶ୍ୱର, ଗୁଣପୁର-ପୁରୀ, ଭୁବନେଶ୍ୱର-ବାଲେଶ୍ୱର, ଭୁବନେଶ୍ୱର-ଧାନବାଦ, ଭୁବନେଶ୍ୱର-ବ୍ରହ୍ମପୁର, ପୁରୀ-ଜୟନଗର, ପୁରୀ-ସମ୍ୱଲପୁର, ପୁରୀ-ଅନୁଗୋଳ, ପୁରୀ-ତାଳଚେର, ପୁରୀ-ଅହମ୍ମଦାବାଦ, ପୁରୀ-ଦଶପଲ୍ଲା, ପୁରୀ-ଟିପିଟିୱାଇ, ପୁରୀ-ଦୀଘା, ପୁରୀ-ସିଆଲ୍‌ଦା, ପୁରୀ-ସୋନପୁର, ପୁରୀ-ହାଟିଆ, ପୁରୀ-ଋଷିକେଷ, ପୁରୀ-ନୂଆଦିଲ୍ଲୀ, ପୁରୀ-ସାଲିମାର, ପୁରୀ-ଆଜମେର୍‌, ପୁରୀ-ଖୋର୍ଦ୍ଧା ରୋଡ୍‌, ଖୋର୍ଦ୍ଧାରୋଡ଼-କେନ୍ଦୁଝର ଗଡ଼, ପାରାଦୀପ-କଟକ, ଭଦ୍ରକ-ଖଡ଼ଗପୁର, ବିଶାଖାପାଟଣା-ପଲାସା, ଭୁବନେଶ୍ୱର-ହାୱାଡା, ପୁରୀ-ସାଲିମାର, ପୁରୀ-ହାୱାଡ଼ା, ବିଶାଖାପାଟଣା-ବ୍ରହ୍ମପୁର, ପୁରୀ-ରାଉରକେଲା ପ୍ରମୁଖ ଟ୍ରେନ୍‌ ବାତିଲ ହୋଇଛି।
୨୫ ତାରିଖରେ ଭଦ୍ରକ-ପଲାସା, ଜଳେଶ୍ୱର-ପୁରୀ, ବାଙ୍ଗିରିପୋଷୀ-ପୁରୀ, ଖଡଗପୁର-ଖୋର୍ଦ୍ଧା ରୋଡ୍‌, ହାୱଡା-ପୁରୀ, କେନ୍ଦୁଝର ଗଡ଼-ଖୋର୍ଦ୍ଧା ରୋଡ୍‌, ଦୀଘା-ବିଶାଖାପାଟଣା, ଭୁବନେଶ୍ୱର-ବିଶାଖାପାଟଣା, ବ୍ରହ୍ମପୁର-ବିଶାଖାପାଟଣା, ଦଶପଲ୍ଲା-ପୁରୀ, ସୋନପୁର-ପୁରୀ, ସାଲିମାର-ପୁରୀ, ହାୱଡ଼ା-ପୁରୀ, ସାଲିମାର-ପୁରୀ, ସାଲିମାର-ସମ୍ୱଲପୁର, ଗୁଣପୁର-ବିଶାଖାପାଟଣା, ବ୍ରହ୍ମପୁର-ବିଶାଖାପାଟଣା, ଭୁବନେଶ୍ୱର-ହାୱଡା, ଭୁବନେଶ୍ୱର-ସୋନପୁର, ଭୁବନେଶ୍ୱର-ନୂଆଦିଲ୍ଲୀ(ରାଜଧାନୀ ଏକ୍ସପ୍ରେସ), ପୁରୀ-ରାଉରକେଲା, ପୁରୀ-ନାଜାମ୍‌ଦ୍ଦିନ୍‌, ପୁରୀ-ରାଉରକେଲା(ଭିବି), ପୁରୀ-ହାୱଡା, ପୁରୀ-ବଡ଼ବିଲ୍‌-ପାରାଦୀପ, ପୁରୀ-କଟକ, ପୁରୀ-ସାଲିମାର, ପୁରୀ-ଆନନ୍ଦବିହାର, ପୁରୀ-ଗୁଣପୁର, କଟକ-ଭଦ୍ରକ, କଟକ-ଭଦ୍ରକ, ଯାଜପୁର କେନ୍ଦୁଝର ରୋଡ୍‌- ଖଡଗପୁର, ପାରାଦୀପ-କଟକ, ପାରାଦୀପ-କେନ୍ଦୁଝର ଗଡ଼, ପାରାଦୀପ-କଟକ, ଭଦ୍ରକ- ହାୱଡା, ଭଦ୍ରକ-ବାଲେଶ୍ୱର, ଦଶପଲ୍ଲା-ଭୁବନେଶ୍ୱର, ଗୁଣପୁର-ପୁରୀ, ବିଶାଖାପାଟଣା-ଗୁଣପୁର ପ୍ରମୁଖ ଟ୍ରେନ୍ ବାତିଲ ହୋଇଛି।
୨୬ ତାରିଖ ପାଇଁ ଅହମ୍ମଦାବ-ପୁରୀ, ନିଜାମ୍‌ଦ୍ଦିନ-ପୁରୀ, ଜୟନଗର-ପୁରୀ ପ୍ରମୁଖ ଟ୍ରେନ୍‌ ବାତିଲ କରାଯାଇଛି।

nis-ad
Leave A Reply

Your email address will not be published.