ବାତ୍ୟା ‘ଦାନା’ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅପିଲ୍

ବାତ୍ୟା ‘ଦାନା’ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅପିଲ୍ । ବାତ୍ୟା ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସବୁ ବ୍ୟବସ୍ଥା କରିଛନ୍ତି ।  ଧନ ଜୀବନକୁ ସୁରକ୍ଷିତ ରଖିବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।  ବାତ୍ୟା ପ୍ରଭାବିତ ଅଞ୍ଚଳରେ ସାହାଯ୍ୟ କରିବାକୁ ଦଳୀୟ କର୍ମୀଙ୍କୁ ଅପିଲ୍ କରିଛନ୍ତି ଧର୍ମେନ୍ଦ୍ର ।  ବାତ୍ୟା ଦାନା ଦ୍ବାରା ଜଗତସିଂହପୁର, ଭଦ୍ରକ, ମୟୂରଭଞ୍ଜ, ପୁରୀ, କେନ୍ଦ୍ରାପଡ଼ା, ଗଞ୍ଜାମ , ଖୋର୍ଦ୍ଧା ଓ କଟକ ଜିଲ୍ଲା ବିଶେଷ ଭାବେ ପ୍ରଭାବିତ ହେବେ ।

nis-ad
Leave A Reply

Your email address will not be published.