ବରୀରେ ଲଜ୍ଜା: ୮ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଯାଜପୁର: ଯାଜପୁର ବରୀରେ ଲଜ୍ଜା । ୮ ବର୍ଷର କୁନି ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୩ ତାରିଖରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ବେଳେ ଏବେ ପର୍ଯ୍ୟନ୍ତ ପୋଲିସ୍ ଅଭିଯୁକ୍ତଙ୍କୁ ଗିରଫ କରୁନଥିବା ଅଭିଯୋଗ ହୋଇଛି ।

ତେବେ ପୀଡିତାଙ୍କ ଜଣେ ପଡୋଶୀ ଏଭଳି କାଣ୍ଡ ଭିଆଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ହେଲେ ଅଭିଯୁକ୍ତ ଜଣଙ୍କୁ ପୋଲିସ୍ ଗିରଫ କରୁନଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ବର୍ତ୍ତମାନ ପୀଡିତା ନାବାଳିକା ଜଣଙ୍କ ଗୁରୁତର ଅବସ୍ଥାରେ କଟକ ଏସସିବିରେ ଆଇସିୟୁରେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।

nis-ad
Leave A Reply

Your email address will not be published.