ସୁବର୍ଣ୍ଣପୁର : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଜିଲ୍ଲା ଶିଳ୍ପ କେନ୍ଦ୍ର ଜିଏମ । ସୁବର୍ଣ୍ଣପୁର ଡିଆଇସି ଜିଏମ୍ ବିପିନ କୁମାର ଦେହୁରୀ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି । ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ପିଏମଇଜିପି ଋଣ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ । ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ । ଟ୍ରାପ ପରେ ବିପିନ ଦେହୁରୀଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ । ଏକକାଳୀନ ୩ଟି ସ୍ଥାନରେ ଚାଲିଛି ଚଢ଼ାଉ ।
Sign in
Sign in
Recover your password.
A password will be e-mailed to you.