ଭୁବନେଶ୍ବର : ରାଜ୍ୟରେ କାର୍ଯ୍ୟରତ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜସ୍ଥାନର ଉଦୟପୁରଠାରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଓଡିଶା ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି।
କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ନିକଟରେ ସେ ଏହି ଦାବି ଉପସ୍ଥାପନ କରିଥିବା ଜଣାପଡିଛି।
Sign in
Sign in
Recover your password.
A password will be e-mailed to you.