ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ : ଜଣେ CRPF ଯବାନ ସହିଦ

ମାଲକାନଗିରି : ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ । ନକ୍ସଲଙ୍କ ଗୁଳିରେ ଜଣେ ସିଆରପିଏଫ ଜବାନ ସହିଦ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ । ସହିଦ ଜବାନ ହେଉଛନ୍ତି ସିଆରପିଏଫ ୧୬୮ ବାଟାଲିୟନର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶାନ୍ତି ଭୂଷଣ ତିର୍କୀ ।

ତାଙ୍କ ନିଜ ଘର ଝାଡଖଣ୍ଡ ବୋଲି ଜଣାପଡିଛି ।

ପୁତକେଲ ଗାଁ ନିକଟରେ ବର୍ତ୍ତମାନ ସୁଦ୍ଧା ଅପରେସନ ଜାରି ରହିଥିବା ବିଜାପୁର ଏସପି କୋମଳ ଲୋଚନ କାଶ୍ୟବ ସୂଚନା ଦେଇଛନ୍ତି ।

nis-ad
Leave A Reply

Your email address will not be published.