ଓଡ଼ିଶାରୁ ହଟିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଆସିଛି ବଡ଼ ଖବର । କୋଭିଡ କଟକଣା ପୁଣି କୋହଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଆଜିଠାରୁ ହଟିଛି ନାଇଟ୍ କର୍ଫ୍ୟୁ । ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଛି ନାଇଟ୍ କର୍ଫ୍ୟୁ । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଏନେଇ ନିର୍ଦ୍ଦେଶାନାମା ଜାରି ହୋଇଛି ।

nis-ad
Leave A Reply

Your email address will not be published.