BMC ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ। ଏ ନେଇ ଶୁକ୍ରବାର ବିଧିବଦ୍ଧ ଭାବେ ବିଧାୟକ ତଥା ବରିଷ୍ଠ ନେତା ସୁର ରାଉତରାୟ ଘୋଷଣା କରିଛନ୍ତି । ମଧୁସ୍ମିତା ଜଣେ ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍‌, ଓଡ଼ିଶୀ ନୃତ୍ୟ ଶିଳ୍ପୀ ।

ସେ ଧର୍ମଶାଳାର ପୂର୍ବତନ କଂଗ୍ରେସ ବିଧାୟକ କାଙ୍ଗାଳୀ ପଣ୍ଡାଙ୍କ ବୋହୂ । କାଙ୍ଗାଳୀ ପଣ୍ଡା ନିର୍ବାଚନ ଲଢ଼ିବା ସମୟରେ ମଧୁସ୍ମିତା ନିର୍ବାଚନ ପରିଚାଳନାରେ ସହାୟତା କରୁଥିଲେ ।

nis-ad
Leave A Reply

Your email address will not be published.