ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥତା କାରଣରୁ ମେଡିକାଲରେ ଭର୍ତ୍ତ ହୋଇଛନ୍ତି। ନିରଞ୍ଜନଙ୍କ ପେଟରେ ଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଆଜି ସନ୍ଧ୍ୟାରେ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ଚିକିତ୍ସା ଜାରି ରହିଛି। ଏ ନେଇ ସୂଚନା ଦେଇଛନ୍ତି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର।
Sign in
Sign in
Recover your password.
A password will be e-mailed to you.
Prev Post
Next Post