ଚିଲିକା ବିଧାୟକଙ୍କ ଗାଡି ଚଢାଇବା ଘଟଣାକୁ ନିନ୍ଦା କଲା ବିଜେଡି

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ସାଧାରଣ ଲୋକଙ୍କ ଉପରେ ଗାଡ଼ି ଚଢାଇବା ଘଟଣାକୁ ବିଜେଡି ଦୃଢ଼ ଭାଷାରେ ନିନ୍ଦା କରିଛି । ପ୍ରେସମିଟ୍ କରି ପ୍ରଶାନ୍ତ ଜଗଦ୍ଦେବଙ୍କ କାର୍ଯ୍ୟକୁ ନିନ୍ଦା କରିଛନ୍ତି ବିଜେଡି ସାଂସଦ ଡ. ସସ୍ମିତ ପାତ୍ର । ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ଏଭଳି ବିଭତ୍ସ ଘଟଣା ଘଟାଇ ପ୍ରଶାନ୍ତ ଜଗଦ୍ଦେବ କରିଥିବା କାର୍ଯ୍ୟ ଦୁର୍ଭାଗ୍ୟଜନକ ।

nis-ad
Leave A Reply

Your email address will not be published.