ମାଲକାନଗିରି ଜିଲ୍ଲା ସୀତାକୁଣ୍ଡରୁ ଅଯୋଧ୍ୟା ଗଲା ଦିବ୍ୟଜଳ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀତାକୁଣ୍ଡରୁ ରାମ ଜନ୍ମଭୂମି ଗଲା ପାଣି । ଅଯୋଧ୍ୟାରୁ ଆସିଥିବା ସାଧୁସନ୍ଥ ପାଣି ନେଇ ସ୍ୱତନ୍ତ୍ର ରଥରେ ଅଯୋଧ୍ୟା ଯାଇଛନ୍ତି । ବଣ୍ଡାଘାଟିରେ ପୂଜାର୍ଚ୍ଚନା ପରେ ଦିବ୍ୟଜଳକୁ ଅଯୋଧ୍ୟା ପଠାଯାଇଛି । ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଯୋଗଦେଇଥିଲେ ।

nis-ad
Leave A Reply

Your email address will not be published.