ଭୋଟ୍ ବେଳେ ୨ ଗୋଷ୍ଠୀ ମୁହାଁମୁହିଁ

ଜଗତସିଂହପୁର : ଭୋଟ ଗ୍ରହଣ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ । ଜଗତସିଂହପୁର ପୌରାଞ୍ଚଳ ୧୯ ନମ୍ବର ଓ୍ୱାର୍ଡ ୩୦ ନମ୍ବର ବୁଥରେ ଉତ୍ତେଜନା ଦେଖାଦେଇଛି । ପରିସ୍ଥିତିକୁ ଦେଖି ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି । ଖବର ଅନୁଯାୟୀ, ଗୁରୁବାର ଦିନ ରାଜ୍ୟବ୍ୟାପୀ ସମସ୍ତ ପୌରାଞ୍ଚଳରେ ନିର୍ବାଚନ ଚାଲିଛି । ଜଗତସିଂହପୁର ପୌରାଞ୍ଚଳର୧୯ ନମ୍ବର ନିର୍ବାଚନ ବେଳେ ମୁହାଁମୁହିଁ ହୋଇଛନ୍ତି ଦୁଇ ଗୋଷ୍ଠୀ ।

nis-ad
Leave A Reply

Your email address will not be published.