ମାଲକାନଗିରି ଗ୍ରାମ୍ୟ ନିର୍ମାଣ ବିଭାଜନ-୧ର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସର ଦ୍ୱିତୀୟ ଦିନ ରେଡ୍‌

ମାଲକାନଗିରି: ଯେତେ ଖୋଳିଲେ ସେତେ ବାହାରୁଛି । ମାଲକାନଗିରି ଗ୍ରାମ୍ୟ ନିର୍ମାଣ ବିଭାଜନ-୧ର ନିର୍ବାହୀ ଯନ୍ତ୍ରୀ ଆଶିଷ ଦାଶଙ୍କ ସମ୍ପତ୍ତି ତାଲିକା ଶେଷ ହେଉନାହିଁ । ଦ୍ବିତୀୟ ଦିନରେ ବି ସରୁନି ଭିଜିଲାନ୍ସ ବିଭାଗର ଖୋଳତାଡ଼ । ଠିକାଦାର ଓ କର୍ମଚାରୀଙ୍କ ଘରୁ ଜବତ ହେଉଛି ପୁଳା ପୁଳା ଟଙ୍କା ଓ ସୁନା ଗହଣା ।

ମାଲକାନଗିରି ଗ୍ରାମ୍ୟ ନିର୍ମାଣ ବିଭାଜନ-୧ର ନିର୍ବାହୀ ଯନ୍ତ୍ରୀ ଆଶିଷ ଦାଶଙ୍କ ନିକଟରେ ଅଧୀକ୍ଷଣ ଯନ୍ତ୍ରୀ ଭାବେ ପଦଉନ୍ନତି ହୋଇଛି ।

nis-ad
Leave A Reply

Your email address will not be published.