ପ୍ରତିଭା ରାୟ ଏବଂ ପ୍ରମୋଦ ଭଗତଙ୍କୁ ପଦ୍ମ ପୁରସ୍କାର: ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଲେଖିକା ପ୍ରତିଭା ରାୟ ଏବଂ ଆଥଲେଟ ପ୍ରମୋଦ ଭଗତଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ନିଜ ନିଜ କ୍ଷେତ୍ରରେ ସୁନ୍ଦର ପ୍ରଦର୍ଶନ କରିଥିବାରୁ ଏମାନଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରାଯାଇଛି । ଲେଖିକା ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିବା ବେଳେ ପାରା ଆଥଲେଟ ପ୍ରମୋଦ ଭଗତଙ୍କୁ ମିଳିଛି ପଦ୍ମଶ୍ରୀ ସମ୍ମାନ ।

nis-ad
Leave A Reply

Your email address will not be published.