ଚିଲିକା ବିଧାୟକଙ୍କୁ ମାଡ଼ ମାରିବା ଘଟଣା: ୯ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମାଡ଼ ମାରିବା ଘଟଣାରେ ପୋଲିସର କାର୍ଯ୍ୟାନୁଷ୍ଠାନ । ଏହି ଅଭିଯୋଗରେ ପୋଲିସ ୯ ଜଣଙ୍କୁ ଗିରଫ କରିଛି । ବାଲୁଗାଁ ଏସଡିପିଓଙ୍କ ନେତୃତ୍ୱରେ ସ୍ୱତନ୍ତ୍ର ସ୍କ୍ୱାର୍ଡ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ନୀଳାଦ୍ରି ପ୍ରସାଦସ୍ଥିତ ପୁରୁଣା ବଙ୍କାଡ଼ଗଡ଼ ରାଜପ୍ରସାଦ ନିକଟସ୍ଥ ଜଙ୍ଗଲରୁ ସେମାନଙ୍କୁ ଗିରଫ କରାଯାଇଛି ।

nis-ad
Leave A Reply

Your email address will not be published.