ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ଉତ୍କଳ ଦିବସ ଅବସରରେ ଉତ୍ସବମୁଖର ସାରା ରାଜ୍ୟ । ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ରାଜ୍ୟପାଳ ଟ୍ୱିଟ କରି ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ।

ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅଗ୍ରୀଣ ଭୂମିକା ଗ୍ରହଣ କରିଥିବା ମହାନ ଜନନାୟକମାନଙ୍କ ସ୍ମୃତିଚାରଣ କରିବା ସହ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ଅନନ୍ୟ ପରମ୍ପରାକୁ ଆହୁରି ସମୃଦ୍ଧି କରିବାକୁ ରାଜ୍ୟପାଳ ବାର୍ତ୍ତା ଦେଇଛନ୍ତି ।

#ଓଡ଼ିଶାଦିବସ ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ମହାନ ଜନନାୟକମାନଙ୍କ ସ୍ମୃତିଚାରଣ କରିବା ସହ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ଅନନ୍ୟ ପରମ୍ପରାକୁ ଆହୁରି ସମୃଦ୍ଧ କରିବାକୁ ସେ ବାର୍ତ୍ତା ଦେଇଛନ୍ତି।

nis-ad
Leave A Reply

Your email address will not be published.