ଝାଡ଼ଖଣ୍ଡରୁ ନକଲି ଡାକ୍ତର ରମେଶଙ୍କ ଦ୍ୱିତୀୟ ସ୍ତ୍ରୀ ଗିରଫ

ଭୁବନେଶ୍ୱର : ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ଦ୍ୱିତୀୟ ସ୍ତ୍ରୀଙ୍କୁ ଗିରଫ କରିଛି ପୋଲିସ। ଡାକ୍ତରଙ୍କ ଦ୍ୱିତୀୟ ସ୍ତ୍ରୀଙ୍କ ନାମ କମଳା ତୀର୍କି ବୋଲି ଜଣାପଡିଛି । କମଳାଙ୍କୁ ଝାଡ଼ଖଣ୍ଡରୁ ଗିରଫ କଲା କମିଶନରେଟ ପୋଲିସ ।

ଠକେଇ ମାମଲାରେ ମାଷ୍ଟରମାଇଣ୍ଡ ଥିଲେ କମଳା । ଓଡ଼ିଶାର ପାରାଦ୍ୱୀପରେ ଡାକ୍ତରାଣୀ ଥିଲେ କମଳା ।

nis-ad
Leave A Reply

Your email address will not be published.