୧୦ ରୁ ଗଡ଼ିବ ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ

୧୦ ରୁ ଗଡ଼ିବ ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ। ସମ୍ବଲପୁର-ପୁରୀ-ସମ୍ବଲପୁର ଇଣ୍ଟରସିଟି ଏକ୍ସପ୍ରେସକୁ ଚଳିତ ମାସ ୧୦ ତାରିଖ ଠାରୁ ଚଳାଚଳ କରାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ (18303) ସମ୍ବଲପୁରରୁ ପ୍ରତିଦିନ ସକାଳ ୬ ଟାରେ ବାହାରି ଅପରାହ୍ନ ୧୨.୫୦ ରେ ପୁରୀରେ ପହଞ୍ଚିବ।

nis-ad
Leave A Reply

Your email address will not be published.