ରାଜ୍ୟର ୯ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ୯ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଉକ୍ତ ୯ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି , ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ସକାଳ ପର୍ଯ୍ଯନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

nis-ad
Leave A Reply

Your email address will not be published.