ମାଉସୀ’ମା ଛକରେ ପହଞ୍ଚିଲା ରୁକୁଣା ରଥ

ଭୁବନେଶ୍ବର : ମାଉସୀମା ଛକ ରେ ସନ୍ଧ୍ୟା ପୂର୍ବରୁ ପହଞ୍ଚିଲା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ । ରାମେଶ୍ବର ମନ୍ଦିରକୁ ପହଣ୍ଡି ବିଜେ କରିଛନ୍ତି ପ୍ରଭୁ ଲିଙ୍ଗରାଜ । ଗତକାଲି ବଡ଼ ଶଙ୍ଖ ନିକଟରେ ରଥ ଦବିବାରୁ ଆଜି ରଥ ଟଣାଯାଇଥିଲା । ରାମେଶ୍ବର ମନ୍ଦିରରେ ସନ୍ଧ୍ୟାରେ ଶ୍ରୀ ଜୀଉଙ୍କ ସନ୍ଧ୍ୟା ଧୂପ ଓ ଅନ୍ୟାନ୍ୟ ନିତିକ୍ରନ୍ତି ଆରମ୍ଭ ହୋଇଛି ।ଶ୍ରୀ ଜିଉ ଙ୍କୁ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି ।

nis-ad
Leave A Reply

Your email address will not be published.