କେନ୍ଦୁଝର ଜିଲ୍ଲାପାଳଙ୍କ ନାଁରେ ଆରେଷ୍ଟ ୱାରେଣ୍ଟ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କ ନାଁରେ ଆରେଷ୍ଟ ୱାରେଣ୍ଟ ଜାରି ହୋଇଛି । ତେବେ କେନ୍ଦୁଝର ଜିଲ୍ଲାପାଳଙ୍କୁ ଆଣି କମିଶନଙ୍କ ଠାରେ ହାଜର କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ବାରମ୍ବାର ସମନ ସତ୍ତ୍ୱେ ହାଜର ହେଉନଥିବାରୁ ୱାରେଣ୍ଟ ଜାରି ହୋଇଛି ।

ଜନଜାତି ଉତ୍ପୀଡନ ସଂପର୍କୀତ ବିଭିନ୍ନ ମାମଲାରେ ହାଜର ହେବାକୁ ନିର୍ଦ୍ଦେଶ ରହିଥିଲା ।

nis-ad
Leave A Reply

Your email address will not be published.