ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି : ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ : ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କ ପାଇଁ ଖୁସି ଖବର। ଆସନ୍ତା ମେ ମାସ ତିନି ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଗତ ଦୁଇବର୍ଷ ଧରି କୋଭିଡ କଟକଣା ଯୋଗୁ ଭକ୍ତ ମାନେ ଏହି ଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ଥିଲେ । ଏବେ ସଂକ୍ରମଣ କମୁଥିବାରୁ ମହାପ୍ରଭୁଙ୍କ ସମସ୍ତ ଯାତ୍ରାରେ ଭକ୍ତଙ୍କୁ ସାମିଲ କରିବା ପାଇଁ ଆଜି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସେବାୟତ ପ୍ରତିନିଧି କହିଛନ୍ତି।

nis-ad
Leave A Reply

Your email address will not be published.