ପୁରୀ ଯାଉଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ, ୨ ଝିଅ ଗୁରୁତର

ବୌଦ୍ଧ: କାଳିଆ ଦର୍ଶନ ହେଲା ଶେଷ ଦର୍ଶନ । ପୁରୀ ଯାଉଥିବା ବେଳେ ହେଲା ଦୁର୍ଘଟଣା । ବୌଦ୍ଧ ଜିଲ୍ଲା ହରେକୃଷ୍ଣପୁର ୫୭ ନମ୍ବର ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଡିଭାଇଡରେ କାଟି ପିଟି ହୋଇଛି । ଫଳରେ ଘଟଣାସ୍ଥଳରେ ହିଁ ସ୍ୱାମୀ ଓ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଝିଅ ଗୁରୁତର ହୋଇଛନ୍ତି ।

nis-ad
Leave A Reply

Your email address will not be published.