ସମୁଦ୍ରରେ ଗାଧୋଇବା ବେଳେ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ, ୧୬/୦୪ : ସମୁଦ୍ରରେ ଗାଧୋଇବା ବେଳେ ଯୁବକ ନିଖୋଜ। ନିଖୋଜ ଯୁବକ ଜଣକ ହେଲେ ବାଲେଶ୍ଵର ଜିଲ୍ଲା ସିଙ୍ଗିଳା ଥାନା ଅଞ୍ଚଳର ବଂଶୀଧର ବେହେରା। ସମୁଦ୍ର କୂଳ ସେକ୍ଟର ୯ରେ ବଂଶୀଧର ଗାଧୋଉଥିବା ବେଳେ ଗଭୀର ସମୁଦ୍ର ଭିତରକୁ ପଶିଯାଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ଲାଇଫ୍ ଗାର୍ଡଙ୍କ ଦ୍ଵାରା ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି।

nis-ad
Leave A Reply

Your email address will not be published.