ବିଧାନସଭା ପରିସରରେ ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୦ତମ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଉତ୍କଳ ସମ୍ମିଳନୀର ସଭାପତି ପ୍ରଫେସର ଅଦେ୍ୱତ କୁମାର ପାତ୍ର, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ନିର୍ଦ୍ଦେଶକ(ଗବେଷଣା) ଶ୍ରୀ କୃପାସିନ୍ଧୁ ମିଶ୍ର ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

nis-ad
Leave A Reply

Your email address will not be published.