ବୁର୍ଲା ପାୱାର କେନାଲରେ ଭାସିଗଲେ ଇଂଞ୍ଜିନିୟରିଂ ଛାତ୍ର, ମୃତଦେହ ଉଦ୍ଧାର

ସମ୍ବଲପୁର: ସାଙ୍ଗମାନଙ୍କ ସହ ଗାଧେଇବା ହେଲା କାଳ । ସମ୍ୱଲପୁର ବୁର୍ଲା ପାଓ୍ୱାର କେନାଲରେ ସାଙ୍ଗମାନଙ୍କ ସହ ଗାଧୋଉଥିବାବେଳେ ଭାସିଗଲେ ଭିସୁଟର ଇଞ୍ଜିନିୟରିଂ ଛାତ୍ର । ତେବେ ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ଖୋଜାଖୋଜି ଜାରି କରିଥିଲେ । ଦୀର୍ଘ ସମୟର ଖୋଜାଖୋଜି ପରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

nis-ad
Leave A Reply

Your email address will not be published.