ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସନ୍ତୋଷ ଉପାଧ୍ୟାୟ

ନୂତନ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ସନ୍ତୋଷ ଉପାଧ୍ୟାୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । କଟକ ସ୍ଥିତ ଅଗ୍ନିଶମ ମୁଖ୍ୟାଳୟରେ ପହଞ୍ଚିବା ପରେ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ସ୍ୱାଗତ କରିଥିଲେ । ଏହି ଅବସରରେ ବିଭାଗକୁ ଆହୁରି ଭଲ କରି ଗଢି ତୋଳିବାକୁ ଉଦ୍ୟମ କରାଯିବ ବୋଲି ସେ କହିଛନ୍ତି ।

nis-ad
Leave A Reply

Your email address will not be published.