ଭୁବନେଶ୍ୱର: ଏଣିକି ସ୍କୁଲ ପିଲା ପଢ଼ିବେ ବିପର୍ଯ୍ୟୟ ପରିଚାଳନା । ଆସନ୍ତା ଶିକ୍ଷା ବର୍ଷ ଅର୍ଥାତ ୨୦୨୩ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା କୋର୍ସ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତା’ର ପାଠ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି । ୨୦୨୩ ପାଇଁ ଯେଉଁ ବହି ପ୍ରିଣ୍ଟ ହେଉଛି, ସେଥିରେ ଏହି ପାଠ୍ୟକ୍ରମ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
Sign in
Sign in
Recover your password.
A password will be e-mailed to you.