ଜାତୀୟ ଜନଜାତି କମିଶନଙ୍କ ନିକଟରେ ହାଜର ହେଲେ କେନ୍ଦୁଝର ଜିଲ୍ଲାପାଳ

କେନ୍ଦୁଝର: ଶେଷରେ ହାଜର ହେଲେ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ । ଜାତୀୟ ଜନଜାତି କମିଶନ ଙ୍କ ପାଖରେ ହାଜର ହେଲେ ଜିଲ୍ଲାପାଳ । କମିଶନ ସଦସ୍ୟ ଅନନ୍ତ ନାୟକଙ୍କ ଇଜିଲାସ ରେ ହାଜର ହେଲେ । ବାରମ୍ବାର ସମନ ପରେ ଶେଷରେ ହାଜର ହେଲେ ଜିଲ୍ଲାପାଳ । ଏମିତିକି ସମନ ସତ୍ତ୍ୱେ ହାଜର ନ ହେବାର ୱାରେଣ୍ଟ ଜାରି ହୋଇଥିଲା । ଜିଲ୍ଲାପାଳ ଙ୍କୁ ଆଣି ହାଜର କରିବାକୁ ଡିିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ କମିଶନ ।

nis-ad
Leave A Reply

Your email address will not be published.