ସାବିତ୍ରୀରେ ବନ୍ଦ ରହିବ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ

ଭୁବନେଶ୍ୱର : ଚଳିତ ମାସ ୩୦ରେ ପଡ଼ୁଛି ସାବିତ୍ରୀ ଅମାବାସ୍ୟା । ଏଥିପାଇଁ ଲାଗି ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି ।

ଏନେଇ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଆଜି ବିଶ୍ୱବିଦ୍ୟାଳୟ କୁଳପତି, ସରକାରୀ/ବେସରକାରୀ ଡିଗ୍ରି କଲେଜ, ସମସ୍ତ ସରକାରୀ ଶିକ୍ଷା ଅନୁଷ୍ଠାନର ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରିଥିବା ସୂଚନା ରିହିଛି ।

nis-ad
Leave A Reply

Your email address will not be published.