ଆସନ୍ତାକାଲି ବ୍ରଜରାଜନଗରରେ ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର : ବ୍ରଜରାଜନଗର ଉପନିର୍ବାଚନ ରେ ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ । ବିଜେପି ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ପାଇଁ କରିବେ ମାରାଥନ ପ୍ରଚାର । ଆସନ୍ତାକାଲି ମାରାଥନ ପ୍ରଚାର କରିବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବେଲପାହାଡ, ବ୍ରଜରାଜନଗର, ଲଖନପୁର ରେ କରିବେ ରୋଡ ଶୋ । ଆଗାମୀ ଦିନରେ ପ୍ରଚାର କରିବେ ରମଣସିଂ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରାଜ୍ୟ ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାର ଙ୍କ ସୂଚନା ।

nis-ad
Leave A Reply

Your email address will not be published.