ଜାଲ୍‌ ସାର୍ଟିଫିକେଟରେ ଚାକିରି ଅଭିଯୋଗ: ପ୍ରଧାନ ଶିକ୍ଷକ ନିଲମ୍ବିତ

ପାଟଣା: ଜାଲ୍‌ ବିଇଡି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଶୀଲ କୁମାର ବେହେରାଙ୍କୁ ନିଲମ୍ବନ କରାଯାଇଛି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଚିଠି ସଂଖ୍ୟା ୮୧୨/୨୧ା୫ା୨୨ ଅନୁଯାୟୀ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ କହିଛନ୍ତି।

nis-ad
Leave A Reply

Your email address will not be published.