ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସୋମବାର ଅପରାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚିବାର କାର୍ୟ୍ୟକ୍ରମ ରହିଛି ।ଏହି ଗସ୍ତ ଅବସରରେ ଆସନ୍ତା ୩୧ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବାର ସମ୍ଭାବନା ରହିଛି ।

ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି । ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ଫେରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

nis-ad
Leave A Reply

Your email address will not be published.