ବର୍ଷାଙ୍କ ଆକାଉଣ୍ଟରେ ୩୦ ହଜାର ଟଙ୍କା ଡିପୋଜିଟ୍ କଲେ ଅନୁଭବ

କଟକ: କଟକ ଏସଡିଜେଏମ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ସାଂସଦ ଅନୁଭବ ମହାନ୍ତି ଆଜି ବର୍ଷା ପ୍ରିୟଦର୍ଶିନୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩୦ ହଜାର ଟଙ୍କା ଜମା କରିଛନ୍ତି। କ୍ୟାସ ଜମା କରିବା ପରେ ଅନୁଭବ ଓ ତାଙ୍କ ଓକିଲ କୋର୍ଟଙ୍କୁ ଟଙ୍କା ଜମା କରିଥିବା ନେଇ ଅବଗତ କରାଇଛନ୍ତି। ବ୍ୟାଙ୍କ ଜମାର ରସିଦ ଫଟୋ କପି ସହ ଏସଡ଼ିଜେଏମ କୋର୍ଟରେ ପହଁଚି ଟଙ୍କା ଜମା କରାଯାଇଥିବା ଅବଗତ କରିଛନ୍ତି ସାଂସଦ ଅନୁଭବ ମହାନ୍ତି।

nis-ad
Leave A Reply

Your email address will not be published.