ବାପାଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଚାନ୍ଦିପୋଶ ଥାନା ରାଣିବର୍ଣ୍ଣେ ଗାଁରେ ଅଭାବନୀୟ ଘଟଣା । କାଠ ଫାଳିଆରେ ବାପାକୁ ପିଟି ପିଟି ହତ୍ୟା କଲେ ଦୁଇ ପୁଅ । ହତ୍ୟା ପରେ ବାପାଙ୍କ ମୃତଦେହ ଉପରେ ସ୍କୁଟି ଚଢାଇଦେଲେ ପୁଅ । ହତ୍ୟାକାଣ୍ଡ ପରେ ଦୁଇ ପୁଅ ଫେରାର ହୋଇଥିବା ସୂଚନା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

nis-ad
Leave A Reply

Your email address will not be published.