ଆଠଗଡ ଅଞ୍ଚଳରୁ ଏକାଧିକ ହାତୀ କଙ୍କାଳ ମିଳିବା ଘଟଣା : ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ଚିଠି

ଭୁବନେଶ୍ବର : ଆଠଗଡ ଅଞ୍ଚଳରୁ ଏକାଧିକ ହାତୀ କଙ୍କାଳ ମିଳିବା ଘଟଣାର ତଦନ୍ତ ପାଇଁ ଚିଠି । କ୍ରାଇମବ୍ରାଞ୍ଚ ଏସଟିଏଫ ଘଟଣାର ତଦନ୍ତ ପାଇଁ ଆନିମଲ ଓ୍ବେଲଫେୟାର ଟ୍ରଷ୍ଟର ପୁରବୀ ପାତ୍ର କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ଚିଠି ଲେଖିଛନ୍ତି । ବାରମ୍ବାର ହାତୀ କଙ୍କାଳ ମିଳିଥିଲେ ସୁଦ୍ଧା ବନ ବିଭାଗ ଏହାକୁ ଗୁରୁତର ସହ ନ ନେବା, ଏହା ପଛରେ ଥିବା ଅପରାଧୀଙ୍କୁ ଘଣ୍ଟ ଘୋଡାଇବା ଅଭିଯୋଗ ହୋଇଛି।

nis-ad
Leave A Reply

Your email address will not be published.