ରାଜ୍ୟର ୧୪ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ସଂପ୍ରତି ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ପାଣିପାଗର ଏପ୍ରକାର ସ୍ଥିତି ଆହୁରି ୩ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‌ ଜୁନ୍‌ ୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୭ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

nis-ad
Leave A Reply

Your email address will not be published.