୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି । ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ଆଗାମୀ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ପାଗ ଅନୁକୂଳ ରହିଥିବା କୁହାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପୂର୍ବରୁ ରଜ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁ ନପାରେ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଥିଲା । ଆଇଏମଡି କହିଥିଲା କି ରଜ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ସମ୍ଭାବନା ନାହିଁ । ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳରେ ମୌସୁମୀ ଛୁଇଁଥିବା କହିଥିଲା ଆଇଏମଡି ।

nis-ad
Leave A Reply

Your email address will not be published.