ବାରବାଟୀ ଟି-୨୦: ଘଣ୍ଟି ବଜାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର: ବାରବାଟୀରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।। ଦର୍ଶକଙ୍କ ଭିଡରେ ଭରି ରହିଛି ପୁରା ଷ୍ଟାଡିୟମ । ଆଉ ଚାରିଆଡେ ରୋମାଞ୍ଚକର ମ୍ୟାଚ ପାଇଁ କ୍ରିକେଟ ପ୍ରେମୀଙ୍କ ମନ ଭିତରେ ଭରିରହିଛି ଉତ୍ସାହ ଓ ଉତ୍କଣ୍ଠା । ଟସ୍ ଜିତି ଦକ୍ଷିଣ ଆଫ୍ରିକା ଫିଲ୍ଡିଂ ନିଷ୍ପତ୍ତି ନେଇଛି।

ଭାରତ ଟିମ୍ ପ୍ରଥମେ ବ୍ୟାଟିଂ କରୁଛି। ଅତ୍ୟନ୍ତ ଉତ୍ସାହର ସହ ଆରମ୍ଭ ହୋଇଛି ଖେଳ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହୋଇଛି ଟି-ଟ୍ବେଣ୍ଟି ବ୍ୟାଟେଲ ।

nis-ad
Leave A Reply

Your email address will not be published.