ରାଜ୍ୟବାସୀଙ୍କୁ ସ୍ନାନ ପୂର୍ଣ୍ଣିମା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ଦିବ୍ୟ ଅନୁଭବ ପ୍ରଦାନ କରୁଛି। ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ସୁଖ ଓ କଲ୍ୟାଣମୟ ଜୀବନ କାମନା କରୁଛି।

nis-ad
Leave A Reply

Your email address will not be published.