ନରେନ୍ଦ୍ର ପୁଷ୍କରିଣୀରେ ବୁଡି ଗଲେ ଯୁବକ

ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ। ସାଙ୍ଗମାନଙ୍କ ସହ ପୁରୀ ବୁଲିବାକୁ ଆସି ନରେନ୍ଦ୍ର ପୁଷ୍କରିଣୀରେ ଗାଧୋଉଥିବାବେଳେ ବୁଡ଼ି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ସ୍ମୃତିରଞ୍ଜନ ସାହୁ ବୋଲି ଜଣାପଡିଛି । ସ୍ମୃତିରଞ୍ଜନ ଚାରି ଜଣ ସାଙ୍ଗଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ।

nis-ad
Leave A Reply

Your email address will not be published.